• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Scorpio

ବିଛା

Wednesday 22 May 2024

ବିଶାଖା – ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।

ଅନୁରାଧା – ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।

ଜ୍ୟେଷ୍ଠା – ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :