• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Capricorn

ମକର

Wednesday 22 May 2024

ଉ , ଷାଢା – ହଠାତ୍ ବାୟୁରୋଗ ଦେଖା ଦେଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ସ୍ଥଗିତ ଥିବା କର୍ମଟି ପୂରଣ ହେବାପାଇଁ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।

ଶ୍ରବଣା – ନୂତନ ବ୍ୟବସାୟରେ ଆରମ୍ଭ କରିପାରନ୍ତି ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ମନ ଚଳ ହେତୁ ପାଠପଢାରେ ମନ ଲାଗିବ ନାହିଁ ।

ଧନିଷ୍ଠା – ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :