Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Aries

ମେଷ

Wednesday 22 May 2024

ଅଶ୍ୱନୀ- ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସନ୍ତାନଙ୍କ ପାଇଁ କୌଣସି ମହତ୍ୱପୂର୍ଣ୍ଣ କାମ ହୋଇପାରେ।

କୃତିକା- ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାର୍ଯ୍ୟ ପାଇବେ । ରାଜନିତିରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ ।

ଦ୍ୱିଜା- ପରହାତ ଥିବା ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ଦାଦବିବାଦ, ମାଲିମକଦ୍ଦମା ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବାଧା ଆସିପାରେ।

ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :