• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 July 2023: ଏହି ରାଶିର ବ୍ୟକ୍ତିମାନଙ୍କ ବୈବାହିକ ଜୀବନରେ ମଧୁରତା ଆସିବ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ସିଂହ ରାତ୍ରି ୧୧.୪୧ ଗତେ କନ୍ୟା । ତିଥି- ୫ମୀ ଦିବା ୧୧.୪୫ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବୃଷ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନୀ- ଭୂମି ଓ ତିଳକାଞ୍ଜନ ଦାନ ରାତ୍ରି ୦୭.୪୬ ଗତେ ୧ ପାଦ- କୃଷିହାନି ଭୂମିଦାନ ।

Taurus

ବୃଷ

Sunday 23 Jul 2023

କୃତିକା- କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରୀରିକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ । ଦୈନଦିନ ଜୀବନଟି ମୋଟାମୋଟି ଭାବେ ବିତାଇବେ ।

ରୋହିଣୀ- ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିପାରିବେ ନାହିଁ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ ।

ମୃଗଶିରା- ହଠାତ କୈାଣସି ଖୁସି ଖବର ପାଇବେ । ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବ ।

ପ୍ରତିକାର- ମା’ କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :