• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 July 2023: ଏହି ରାଶିର ବ୍ୟକ୍ତିମାନଙ୍କ ବୈବାହିକ ଜୀବନରେ ମଧୁରତା ଆସିବ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ସିଂହ ରାତ୍ରି ୧୧.୪୧ ଗତେ କନ୍ୟା । ତିଥି- ୫ମୀ ଦିବା ୧୧.୪୫ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବୃଷ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନୀ- ଭୂମି ଓ ତିଳକାଞ୍ଜନ ଦାନ ରାତ୍ରି ୦୭.୪୬ ଗତେ ୧ ପାଦ- କୃଷିହାନି ଭୂମିଦାନ ।

Pisces

ମୀନ

Sunday 23 Jul 2023

ପୂ, ଭାଦ୍ରପଦ- ନିସ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୈଜନ୍ୟ ହାନୀ ଘଟିବ । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ଉ, ଭାଦ୍ରପଦ- ଯାନବାହାନ, ଲାଭ ସାଙ୍ଗକୁ ମନୋରଞ୍ଜନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାଯ୍ୟ, ସମର୍ଥନ ଲକ୍ଷ ହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।

ରେବତୀ- ସମ୍ପର୍କୀୟ ଜଣେ ବନ୍ଧୁଙ୍କ ପ୍ରତିଶ୍ରୁତି ଯାହାକି ଆପଣଙ୍କ କାମରେ ଆସିବ ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । କୌଣସି କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :