• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 July 2023: ଏହି ରାଶିର ବ୍ୟକ୍ତିମାନଙ୍କ ବୈବାହିକ ଜୀବନରେ ମଧୁରତା ଆସିବ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ସିଂହ ରାତ୍ରି ୧୧.୪୧ ଗତେ କନ୍ୟା । ତିଥି- ୫ମୀ ଦିବା ୧୧.୪୫ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବୃଷ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନୀ- ଭୂମି ଓ ତିଳକାଞ୍ଜନ ଦାନ ରାତ୍ରି ୦୭.୪୬ ଗତେ ୧ ପାଦ- କୃଷିହାନି ଭୂମିଦାନ ।

Gemini

ମିଥୁନ

Sunday 23 Jul 2023

ମୃଗଶିରା- ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । କୈାଣସି ବଡ ଧରଣର ଯୋଜନା କାର୍ଯ୍ୟକାରୀ ହୋଇପାରେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଧାତୁ ଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।

ଆଦ୍ରା- ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ

ପୁନର୍ବସୁ- ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ଭଲ ରହିବ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି ।

ପ୍ରତିକାର – ମା’ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :