• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 July 2023: ଏହି ରାଶିର ବ୍ୟକ୍ତିମାନଙ୍କ ବୈବାହିକ ଜୀବନରେ ମଧୁରତା ଆସିବ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ସିଂହ ରାତ୍ରି ୧୧.୪୧ ଗତେ କନ୍ୟା । ତିଥି- ୫ମୀ ଦିବା ୧୧.୪୫ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବୃଷ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନୀ- ଭୂମି ଓ ତିଳକାଞ୍ଜନ ଦାନ ରାତ୍ରି ୦୭.୪୬ ଗତେ ୧ ପାଦ- କୃଷିହାନି ଭୂମିଦାନ ।

Cancer

କର୍କଟ

Sunday 23 Jul 2023

ପୁନର୍ବସୁ- ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ ।

ପୁଷ୍ୟା- ଗୃହିଣୀ ମାନେ କର୍ତ୍ତବ୍ୟ ପରାୟଣ ରହିବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ହେବ ।

ଅଶ୍ଳେଷା- ଧୈର୍ଯ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ ।

ପ୍ରତିକାର – ମା’ ଭୁବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :