• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 July 2023: ଏହି ରାଶିର ବ୍ୟକ୍ତିମାନଙ୍କ ବୈବାହିକ ଜୀବନରେ ମଧୁରତା ଆସିବ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ସିଂହ ରାତ୍ରି ୧୧.୪୧ ଗତେ କନ୍ୟା । ତିଥି- ୫ମୀ ଦିବା ୧୧.୪୫ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବୃଷ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନୀ- ଭୂମି ଓ ତିଳକାଞ୍ଜନ ଦାନ ରାତ୍ରି ୦୭.୪୬ ଗତେ ୧ ପାଦ- କୃଷିହାନି ଭୂମିଦାନ ।

Virgo

କନ୍ୟା

Sunday 23 Jul 2023

ଉ- ଫାଲ୍‌ଗୁନୀ- ଆପଣଙ୍କ କାମରେ ଅନ୍ୟମାନଙ୍କୁ ଖୁସି କରିପାରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ବରିଷ୍ଠଙ୍କ ସହିତ କଥା ହେବା ବେଳେ ସଞ୍ଜମ ରଖନ୍ତୁ । ଘର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ହସ୍ତା- କାର୍ଯ୍ୟ କ୍ଷେତ୍ରରେ ନୂଆ ସମ୍ଭାବନା ତଲ୍ଲାସ କରିପାରନ୍ତି । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ ।

ଚିତ୍ରା- ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହି ହେବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :