• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 July 2023: ଏହି ରାଶିର ବ୍ୟକ୍ତିମାନଙ୍କ ବୈବାହିକ ଜୀବନରେ ମଧୁରତା ଆସିବ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ସିଂହ ରାତ୍ରି ୧୧.୪୧ ଗତେ କନ୍ୟା । ତିଥି- ୫ମୀ ଦିବା ୧୧.୪୫ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବୃଷ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନୀ- ଭୂମି ଓ ତିଳକାଞ୍ଜନ ଦାନ ରାତ୍ରି ୦୭.୪୬ ଗତେ ୧ ପାଦ- କୃଷିହାନି ଭୂମିଦାନ ।

Libra

ତୁଳା

Sunday 23 Jul 2023

ଚିତ୍ରା- ବୈବାହିକ ଜୀବନରେ ମଧୁରତା ଆସିପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ ।

ସ୍ୱାତୀ- ରାଜନୀତିରେ ସଫଳତା ପାଇପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ବହୁ ସମସ୍ୟା ସତ୍ତ୍ୱେ ଉନ୍ନତି ପରିଲକ୍ଷିତ ହେବ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ଉପସ୍ଥିତି ବୃଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିବେ

ବିଶାଖା- ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ । ଆଧ୍ୟାତ୍ମିକ ଜୀବନ ବିତାଇ ପାରନ୍ତି ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :