• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 July 2023: ଏହି ରାଶିର ବ୍ୟକ୍ତିମାନଙ୍କ ବୈବାହିକ ଜୀବନରେ ମଧୁରତା ଆସିବ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ସିଂହ ରାତ୍ରି ୧୧.୪୧ ଗତେ କନ୍ୟା । ତିଥି- ୫ମୀ ଦିବା ୧୧.୪୫ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବୃଷ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନୀ- ଭୂମି ଓ ତିଳକାଞ୍ଜନ ଦାନ ରାତ୍ରି ୦୭.୪୬ ଗତେ ୧ ପାଦ- କୃଷିହାନି ଭୂମିଦାନ ।

Scorpio

ବିଛା

Sunday 23 Jul 2023

ବିଶାଖା- ଅଧିକ ସମୟ ସମାଲୋଚନାରେ କଟିପାରେ, ଜିଦ୍ ଗୁଣ ପାଇଁ ଅଶାନ୍ତି ବଢିପାରେ । ପ୍ରିୟବ୍ୟକ୍ତିଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ । କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ ।

ଅନୁରାଧା- ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ବୈବାହିକ ଜୀବନରେ ମଧୁରତା ଆସିବ । ସାଂସ୍କୃତିକ ପରିବେଶରେ ଯୋଗଦାନ ଦେବେ ।

ଜ୍ୟୋଷ୍ଠା- ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇର୍ଷାପରାୟଣ, ଖଳବ୍ୟକ୍ତି ମାନେ ଶତ୍ରୁତା କରିଲେ ମଧ୍ୟ କ୍ଷତି ଘଟାଇ ପାରିବେ ନାହିଁ ।

ପ୍ରତିକାର- ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :