• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 July 2023: ଏହି ରାଶିର ବ୍ୟକ୍ତିମାନଙ୍କ ବୈବାହିକ ଜୀବନରେ ମଧୁରତା ଆସିବ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ସିଂହ ରାତ୍ରି ୧୧.୪୧ ଗତେ କନ୍ୟା । ତିଥି- ୫ମୀ ଦିବା ୧୧.୪୫ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବୃଷ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନୀ- ଭୂମି ଓ ତିଳକାଞ୍ଜନ ଦାନ ରାତ୍ରି ୦୭.୪୬ ଗତେ ୧ ପାଦ- କୃଷିହାନି ଭୂମିଦାନ ।

Capricorn

ମକର

Sunday 23 Jul 2023

ଉ, ଷାଢା- ଚାକିରିରେ ପାଇଁ ନୂଆ ଖବର ଆସିପାରେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୈଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢିବ ।

ଶ୍ରବଣା- ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ବନ୍ଧୁ କଲ୍ୟାଣ ସିଦ୍ଧି ହେବ । ବ୍ୟପାର ବୃତ୍ତିରେ ପ୍ରଗତି ହେବ । ଶୃଙ୍ଖଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ଧନିଷ୍ଠା- କର୍ତ୍ତୃପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । ମହିଳାଙ୍କ ଭାଗ୍ୟ ଉଜ୍ଜ୍ୱଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ପୂର୍ବ ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :