• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ମଙ୍ଗଳବାର, ଚନ୍ଦ୍ର- କନ୍ୟା ଦିବା ୦୯.୧୭ ଗତେ ତୁଳା,ତିôଥ- ପୂର୍ଣ୍ଣିମା ନିଶାନ୍ତ ୦୫.୧୮ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୯.୧୭ ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Tuesday 23 Apr 2024

ଅଶ୍ୱନୀ- ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ । କର୍ମକ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

ଦ୍ୱିଜା- ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ । ମନୋରଞ୍ଜନରେ କ୍ଷେତ୍ରରେ ଆଗ୍ରହୀ ହେବେ।

କୃତିକା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :