• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ମଙ୍ଗଳବାର, ଚନ୍ଦ୍ର- କନ୍ୟା ଦିବା ୦୯.୧୭ ଗତେ ତୁଳା,ତିôଥ- ପୂର୍ଣ୍ଣିମା ନିଶାନ୍ତ ୦୫.୧୮ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୯.୧୭ ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Tuesday 23 Apr 2024

କୃତିକା- ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ପରିବହନରେ ଉନ୍ନତି କରି ଋଣମୁକ୍ତ ହେବାର ସୂଚନା ରହିଛି । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ବିତର୍କ ଘଟିପାରେ।

ରୋହିଣୀ- ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଅସଂଯତ କାର‌୍ୟ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ସଙ୍ଗୀତ, ନୃତ୍ୟ, କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ମୃଗଶିରା- ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ଘରକୁ ଭଲ ଭଲ ଜିନିଷ କିଣିବା ସକାଶେ ମନ ବଳାଇବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :