• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ମଙ୍ଗଳବାର, ଚନ୍ଦ୍ର- କନ୍ୟା ଦିବା ୦୯.୧୭ ଗତେ ତୁଳା,ତିôଥ- ପୂର୍ଣ୍ଣିମା ନିଶାନ୍ତ ୦୫.୧୮ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୯.୧୭ ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Tuesday 23 Apr 2024

ମଘା- ଅତୀତ ଘଟଣା ମନେପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ

ପୂ,ଫାଲଗୁନି- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ

ଉ,ଫାଲଗୁନି- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :