• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ମଙ୍ଗଳବାର, ଚନ୍ଦ୍ର- କନ୍ୟା ଦିବା ୦୯.୧୭ ଗତେ ତୁଳା,ତିôଥ- ପୂର୍ଣ୍ଣିମା ନିଶାନ୍ତ ୦୫.୧୮ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୯.୧୭ ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Tuesday 23 Apr 2024

ଉ,ଫଳଗୁନି- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ

ହସ୍ତା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ

ଚିତ୍ରା- କଚେରି ମାମଲାରେ ବିଜୟୀ ହେବେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :