• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ମଙ୍ଗଳବାର, ଚନ୍ଦ୍ର- କନ୍ୟା ଦିବା ୦୯.୧୭ ଗତେ ତୁଳା,ତିôଥ- ପୂର୍ଣ୍ଣିମା ନିଶାନ୍ତ ୦୫.୧୮ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୯.୧୭ ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Tuesday 23 Apr 2024

ବିଶାଖା- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ । ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ ।

ଅନୁରାଧା- ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ।

ଜ୍ୟେଷ୍ଠା- ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :