• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ମଙ୍ଗଳବାର, ଚନ୍ଦ୍ର- କନ୍ୟା ଦିବା ୦୯.୧୭ ଗତେ ତୁଳା,ତିôଥ- ପୂର୍ଣ୍ଣିମା ନିଶାନ୍ତ ୦୫.୧୮ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୯.୧୭ ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Tuesday 23 Apr 2024

ଉ,ଷାଢା- ସତର୍କରେ ନ ଚଳିଲେ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାମ୍ନା କରିବାକୁ ପଡ଼ିପାରେ । ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି । ହଜି ଯାଇଥିବା ଜିନିଷ, ଧାତୁ ଅଳଙ୍କାର, ଟଙ୍କା ପଇସା ସନ୍ଧାନ ପାଇପାରନ୍ତି।

ଶ୍ରବଣା- ସାହିତ୍ୟ, ସାମ୍ବାଦିକତା, ସଭାସମିତିରେ ପ୍ରଶଂସିତ ହେବେ । ନିର୍ମାଣାଧୀନ କାମରେ ସତର୍କତା ଅବଲମ୍ବନ କରିବା ଭଲ । କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।

ଧନିଷ୍ଠା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :