• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

Taurus

ବୃଷ

Friday 23 Aug 2024

କୃତିକା- ସ୍ନାୟବିକ ଜନିତ ସମସ୍ୟା ଦେଖାଦେଇପାରେ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ।

ରୋହିଣୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର‌୍ୟ୍ୟରେ ସଫଳତା ପାଇବେ । ସହଯୋଗୀମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ।

ମୃଗଶିରା- ଛାତ୍ରଛାତ୍ରୀମାନଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପ ଦେଇ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ।

ପ୍ରତିକାର- ଗୋଶାଳାରେ ଗୋଖାଦ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :