• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

Aquarius

କୁମ୍ଭ

Friday 23 Aug 2024

ଧନିଷ୍ଠା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସଂପର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ ।

ଶତଭିଷା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନ ଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି।

ପୂ,ଭାଦ୍ରପଦ-ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :