• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

Pisces

ମୀନ

Friday 23 Aug 2024

ପୂ,ଭାଦ୍ରପଦ- ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ।

ଉ,ଭାଦ୍ରପଦ- ବିବାହ ଆଶାୟୀ ଯୁବକ ଯୁବତୀମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକରେ ହୋଇଯିବ।

ରେବତୀ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳାମାନେ ଦୁଃଖିତ ରହିବେ।

ପ୍ରତିକାର- କେଶର, ବୁଟ , ହଳଦୀ ଆଦିକୁ ଖାଦ୍ୟ ପଦାର୍ଥରେ ସାମିଲ୍ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :