• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

Gemini

ମିଥୁନ

Friday 23 Aug 2024

ମୃଗଶିରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ।

ଆଦ୍ରା- ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ।

ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର- ଗୋଟାମୁଗ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :