• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

Cancer

କର୍କଟ

Friday 23 Aug 2024

ପୁନର୍ବସୁ- ଅନ୍ୟ କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ।

ପୁଷ୍ୟା- ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ।

ଅଶ୍ଲେଷା- ଗୃହିଣୀମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।

ପ୍ରତିକାର – ମା’ ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :