• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

Leo

ସିଂହ

Friday 23 Aug 2024

ମଘା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତ୍ତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ।

ପୂ,ଫାଲଗୁନି- ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି।

ଉ,ଫାଲଗୁନି- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳାମାନଙ୍କୁ କୌଣସି ବ୍ୟକ୍ତିଙ୍କ ସହୟତା ମିଳିବ। ନୂତନ ଯାନବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :