• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

Capricorn

ମକର

Friday 23 Aug 2024

ଉ,ଷାଢା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସଂକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନାଗମ ହେବ । ଅନ୍ୟ ମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ।

ଶ୍ରବଣା- ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳୀରେ ପରିବର୍ତ୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ।

ଧନିଷ୍ଠା- ନିର୍ଭରଯୋଗ୍ୟ ସୂତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ।

ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉମାନଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :