• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Dec 2023 : ସଙ୍ଗୀତ କ୍ଷେତ୍ରରେ ସୁଯୋଗ, ମହିଳାମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଶନିବାର ଚନ୍ଦ୍ର- ମେଷ ରାତ୍ରି ୦୩.୧୭ ଗତେ ବୃଷ ତିଥି- ୧୧ଶୀ ପ୍ରାତଃ ୦୭.୧୨ ଗତେ ୧୨ଶୀ

Aries

ମେଷ

Saturday 23 Dec 2023

ଅଶ୍ୱନୀ-  ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଅସହାୟ ଓ ଅଶକ୍ତ ଲୋକଙ୍କୁ ସହେଯାଗ କରିବା ପାଇଁ ହାତ ବଢେଇବେ ।  କେତେକ କାମ ଅଧାରେ ଅଟକି ଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ।
ଦ୍ୱିଜା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ ।  ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି  ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ
କୃତିକା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । 
ପ୍ରତିକାର -  ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :