• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Dec 2023 : ସଙ୍ଗୀତ କ୍ଷେତ୍ରରେ ସୁଯୋଗ, ମହିଳାମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଶନିବାର ଚନ୍ଦ୍ର- ମେଷ ରାତ୍ରି ୦୩.୧୭ ଗତେ ବୃଷ ତିଥି- ୧୧ଶୀ ପ୍ରାତଃ ୦୭.୧୨ ଗତେ ୧୨ଶୀ

Pisces

ମୀନ

Saturday 23 Dec 2023

ପୂ,ଭାଦ୍ରପଦ- ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ମିଶ୍ରିତ ଫଳ ଅନୁଭବ କରିବେ । କର୍ମ କ୍ଷେତ୍ରରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବେ।

ଉ,ଭାଦ୍ରପଦ- କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଛାତ୍ରଛାତ୍ରି ମାନେ ପଢାରେ ମନୋନିବେଶ କରିବେ

ରେବତୀ- ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ ।  ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ  କାମ ପୂର୍ଣ୍ଣ କରିବେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :