• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Dec 2023 : ସଙ୍ଗୀତ କ୍ଷେତ୍ରରେ ସୁଯୋଗ, ମହିଳାମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଶନିବାର ଚନ୍ଦ୍ର- ମେଷ ରାତ୍ରି ୦୩.୧୭ ଗତେ ବୃଷ ତିଥି- ୧୧ଶୀ ପ୍ରାତଃ ୦୭.୧୨ ଗତେ ୧୨ଶୀ

Leo

ସିଂହ

Saturday 23 Dec 2023

ମଘା- ସ୍ୱାସ୍ଥ୍ୟରେ ଚିକିସ୍ୟା ପାଇଁ ଉତ୍ତମ ଦିନ ରହିବ ।  ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା,  ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ
ପୂ,ଫାଲଗୁନି- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ
ଉ,ଫାଲଗୁନି- ପୈତୃକ ସମ୍ପତ୍ତି କୁ ନେଇ ଦୁଇଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ ହେବେ । ଭାତୃବିବାଦ ଉପୁଜି ପାରେ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଉତ୍ତମ ଫଖ ପାଇବେ ।  
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :