• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Dec 2023 : ସଙ୍ଗୀତ କ୍ଷେତ୍ରରେ ସୁଯୋଗ, ମହିଳାମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଶନିବାର ଚନ୍ଦ୍ର- ମେଷ ରାତ୍ରି ୦୩.୧୭ ଗତେ ବୃଷ ତିଥି- ୧୧ଶୀ ପ୍ରାତଃ ୦୭.୧୨ ଗତେ ୧୨ଶୀ

Libra

ତୁଳା

Saturday 23 Dec 2023

ଚିତ୍ରା- ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ ।  ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନ କରିବ। କର୍ମଜୀବିମାନେ କର୍ମ ପ୍ରବଣତା ଦେଖାଇବେ । 
ସ୍ୱାତୀ- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ
ବିଶାଖା- ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି । 
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :