• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Dec 2023 : ସଙ୍ଗୀତ କ୍ଷେତ୍ରରେ ସୁଯୋଗ, ମହିଳାମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଶନିବାର ଚନ୍ଦ୍ର- ମେଷ ରାତ୍ରି ୦୩.୧୭ ଗତେ ବୃଷ ତିଥି- ୧୧ଶୀ ପ୍ରାତଃ ୦୭.୧୨ ଗତେ ୧୨ଶୀ

Scorpio

ବିଛା

Saturday 23 Dec 2023

ବିଶାଖା- ପ୍ରତ୍ୟେକ କାମକୁ ଦକ୍ଷତାର ସହ ସମ୍ପାଦନ କରିବାରେ ପ୍ରେରଣା ଯୋଗାଇବ। ଅନ୍ୟମାନଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ।
ଅନୁରାଧା- ରାଜନୈତିକ କ୍ଷେତ୍ରରେ ଶତୃ ବୃଦ୍ଧି ପାଇବ । ଆମତ୍ୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ।
ଜ୍ୟେଷ୍ଠା- ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ସରକାରୀ କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟକରି ପ୍ରଶଂସା ପାଇବେ ।
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :