• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Dec 2023 : ସଙ୍ଗୀତ କ୍ଷେତ୍ରରେ ସୁଯୋଗ, ମହିଳାମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଶନିବାର ଚନ୍ଦ୍ର- ମେଷ ରାତ୍ରି ୦୩.୧୭ ଗତେ ବୃଷ ତିଥି- ୧୧ଶୀ ପ୍ରାତଃ ୦୭.୧୨ ଗତେ ୧୨ଶୀ

Capricorn

ମକର

Saturday 23 Dec 2023

ଉ,ଷାଢା- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ ।  ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ

ଶ୍ରବଣା- ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲରେ ଅତିବାହିତ ହେବ। ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରି ସନ୍ତୋଷ ଲାଭ କରିବେ । 

ଧନିଷ୍ଠା- ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ବିଦେଶ ଯାତ୍ରା କରି ପାରିବେ । ସତର୍କ ହୋଇ ଟଙ୍କା ଖର୍ଚ୍ଚ ନକରିଲେ ଅସୁବିଧାରେ ପଡିପାରନ୍ତି ।  ସିନେତାରକା ମାନେ ଭଲ ନାମ କମାଇବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :