ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।
ପୂ,ଭାଦ୍ରପଦ- ପିଲାଙ୍କ ସଫଳତାକୁ ନେଇ ଖୁସି ହେବେ। ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ।
ଉ,ଭାଦ୍ରପଦ- କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ। ଦୂରଯାତ୍ରାରେ ଭ୍ରମଣ ହେତୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ରେବତୀ- ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍ ସମୟରେ ଆସିବେ ଓ କାର୍ୟ୍ୟରେ ଯୋଗଦେବେ । ଛୋଟବଡ଼ ସମସ୍ୟାକୁ ଛାଡ଼ିଦେଲେ ଦିନଟି ଭଲରେ କଟିବ।
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩