• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Taurus

ବୃଷ

Friday 23 Feb 2024

କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ପିଲାମାନଙ୍କ କାର୍ଯ୍ୟକଳାପ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଆପଣ ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହେବ।

ରୋହିଣୀ- ନୂତନ ବ୍ୟବସାୟ ଆରମ୍ଭ କରିି, ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।

ମୃଗଶିରା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳାମାନେ ଉଦାର ସ୍ୱଭାବ ରହିବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ କଟିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :