• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Pisces

ମୀନ

Friday 23 Feb 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।

ଉ,ଭାଦ୍ରପଦ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।

ରେବତୀ- କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :