• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Gemini

ମିଥୁନ

Friday 23 Feb 2024

ମୃଗଶିରା- ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

ଆଦ୍ରା- କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ମହିଳାମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।

ପୁନର୍ବସୁ- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳାମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :