• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Cancer

କର୍କଟ

Friday 23 Feb 2024

ପୁନର୍ବସୁ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।

ପୁଷ୍ୟା- ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ

ଅଶ୍ଲେଷା- ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳାମାନଙ୍କୁ କୌଣସି ବ୍ୟକ୍ତିଙ୍କ ସହୟତା ମିଳିବ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :