• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Leo

ସିଂହ

Friday 23 Feb 2024

ମଘା- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଉତ୍ସାହପୂର୍ଣ୍ଣ ହେବ । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ

ପୂ,ଫାଲଗୁନି- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ । ଶିକ୍ଷାକ୍ଷେତ୍ରରେ ଲକ୍ଷ୍ୟସ୍ଥଳରେ ପହଞ୍ଚାଇବାକୁ ଚେଷ୍ଟା କରିବେ

ଉ,ଫାଲଗୁନି- ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :