• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Virgo

କନ୍ୟା

Friday 23 Feb 2024

ଉ,ଫଳଗୁନି- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଉତ୍ସାହପୂର୍ଣ୍ଣ ହେବ । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ

ହସ୍ତା- ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳାମାନେ ମାନସିକ ଶାନ୍ତି ପାଇବେ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ

ଚିତ୍ରା- ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ। ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :