• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Libra

ତୁଳା

Friday 23 Feb 2024

ଚିତ୍ରା- ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ

ସ୍ୱାତୀ- ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ଅଫିସ୍‌ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।

ବିଶାଖା- ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ଭୂ-ସମ୍ପତିକୁ ନେଇ ଚିନ୍ତାରେ ରହିବେ । ମହିଳାମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :