• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Scorpio

ବିଛା

Friday 23 Feb 2024

ବିଶାଖା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ।

ଅନୁରାଧା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକଠାକ୍‌ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ

ଜ୍ୟେଷ୍ଠା- ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :