• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Sagittarius

ଧନୁ

Friday 23 Feb 2024

ମୂଳା- ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ ।

ପୂ,ଷାଢା- ରାଜନୀତିରେ ଶତ୍ରୁ ଓ ବିରୋଧିମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ମନସ୍ତାପ ଭିତରେ ଚାକିରି କ୍ଷେତ୍ରରେ ସମ୍ମାନ ବଢିବ ।

ଉ,ଷାଢା- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ

ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :