• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥା ଭଲ ରହିବ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।

Capricorn

ମକର

Friday 23 Feb 2024

ଉ,ଷାଢା- ପାରବାରିକ ଜୀବନରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ,ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତମ ହେବ ।

ଶ୍ରବଣା- ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ଖଟି ନିଜର ଭାବ ମୂର୍ତିକୁ ବଜାୟ ରଖିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।

ଧନିଷ୍ଠା- ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳା ମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :