• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ରାତ୍ରି ୦୩.୪୫ ଗତେ ମେଷ,ତିଥି – ୪ର୍ଥୀ ରାତ୍ରି ୦୧.୩୩ ଗତେ ୫ମୀ ,ଘାତ ଚନ୍ଦ୍ର – ଧନୁ ରାତ୍ରି ୦୩.୪୫ ଗତେ ମେଷ,ଘାତ ବାର- ତୁଳା , କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Thursday 23 Feb 2023

କୃତିକା- ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।

ରୋହିଣୀ- ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ ।

ମୃଗଶିରା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଉତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :