• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ରାତ୍ରି ୦୩.୪୫ ଗତେ ମେଷ,ତିଥି – ୪ର୍ଥୀ ରାତ୍ରି ୦୧.୩୩ ଗତେ ୫ମୀ ,ଘାତ ଚନ୍ଦ୍ର – ଧନୁ ରାତ୍ରି ୦୩.୪୫ ଗତେ ମେଷ,ଘାତ ବାର- ତୁଳା , କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Thursday 23 Feb 2023

ପୂ, ଭାଦ୍ରପଦ- ପୁରୁଣା ସାଙ୍ଗ ମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର‌୍ୟ୍ୟରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି

ଉ, ଭାଦ୍ରପଦ- ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଭଲ ପ୍ରଦର୍ଶନ କରିବେ । ଉଦାସିନତା ଓ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ

ରେବତୀ- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର‌୍ୟ୍ୟ ଆରମ୍ଭ କରି ପାରିବେ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :