• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ରାତ୍ରି ୦୩.୪୫ ଗତେ ମେଷ,ତିଥି – ୪ର୍ଥୀ ରାତ୍ରି ୦୧.୩୩ ଗତେ ୫ମୀ ,ଘାତ ଚନ୍ଦ୍ର – ଧନୁ ରାତ୍ରି ୦୩.୪୫ ଗତେ ମେଷ,ଘାତ ବାର- ତୁଳା , କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Thursday 23 Feb 2023

ମୃଗଶିରା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ

ଆଦ୍ରା- କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ

ପୁନର୍ବସୁ- ଧନ ସଂମ୍ପତି ବୃଦ୍ଧି ହୋଇପାରେ । ମହିଳା ମାନେ ଆତ୍ମ ସମ୍ମାନ ବଜାୟ ରଖିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ବିଚାର ବିଭାଗ ରାୟ ସପକ୍ଷରେ ଯିବ

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :