• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ରାତ୍ରି ୦୩.୪୫ ଗତେ ମେଷ,ତିଥି – ୪ର୍ଥୀ ରାତ୍ରି ୦୧.୩୩ ଗତେ ୫ମୀ ,ଘାତ ଚନ୍ଦ୍ର – ଧନୁ ରାତ୍ରି ୦୩.୪୫ ଗତେ ମେଷ,ଘାତ ବାର- ତୁଳା , କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Thursday 23 Feb 2023

ପୁନର୍ବସୁ- ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।

ପୁଷ୍ୟା- ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରି ଉଚିତ୍ କାର‌୍ୟ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ ।

ଅଶ୍ଳେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :