• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ରାତ୍ରି ୦୩.୪୫ ଗତେ ମେଷ,ତିଥି – ୪ର୍ଥୀ ରାତ୍ରି ୦୧.୩୩ ଗତେ ୫ମୀ ,ଘାତ ଚନ୍ଦ୍ର – ଧନୁ ରାତ୍ରି ୦୩.୪୫ ଗତେ ମେଷ,ଘାତ ବାର- ତୁଳା , କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Thursday 23 Feb 2023

ଚିତ୍ରା- ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ନୂତନ କାର‌୍ୟ୍ୟକୁ ନେଇ ସେଥିରେ କୃତକାର‌୍ୟ୍ୟ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ

ସ୍ୱାତୀ- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି ।

ବିଶାଖା-ଗୃହସୀମା ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ । ମହିଳା ମାନେ ବହୁତ କଷ୍ଟ ପାଇବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :