• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ରାତ୍ରି ୦୩.୪୫ ଗତେ ମେଷ,ତିଥି – ୪ର୍ଥୀ ରାତ୍ରି ୦୧.୩୩ ଗତେ ୫ମୀ ,ଘାତ ଚନ୍ଦ୍ର – ଧନୁ ରାତ୍ରି ୦୩.୪୫ ଗତେ ମେଷ,ଘାତ ବାର- ତୁଳା , କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Thursday 23 Feb 2023

ବିଶାଖା- ମାନସିକ କ୍ଳାନ୍ତି ଅନୁଭବ କରିବେ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ

ଅନୁରାଧା- ବ୍ୟବସାୟରେ କ୍ଷତି ଯୋଗୁ ମନରେ ଅଶାନ୍ତିରେ ରହିବ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନିତିରେ ବିଶ୍ୱାସୀ ଲୋକ ମାନେ ଧୋକା ଦେବେ

ଜ୍ୟୋଷ୍ଠା- ଅନେକ ଗୁଡିଏ କାମ ଅଟକି ରହିଥିବାରୁ ଅନ୍ୟମନସ୍କ ରହିବେ । ଆକସ୍ମିକ ଧନ ଲାଭ ହୋଇପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :