• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ରାତ୍ରି ୦୩.୪୫ ଗତେ ମେଷ,ତିଥି – ୪ର୍ଥୀ ରାତ୍ରି ୦୧.୩୩ ଗତେ ୫ମୀ ,ଘାତ ଚନ୍ଦ୍ର – ଧନୁ ରାତ୍ରି ୦୩.୪୫ ଗତେ ମେଷ,ଘାତ ବାର- ତୁଳା , କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Capricorn

ମକର

Thursday 23 Feb 2023

ଉ, ଷାଢା- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଯାତ୍ରା ସମୟରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ

ଶ୍ରବଣା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ଦୀର୍ଘଦିନର ଅଭିଳାଷ ପୂରଣ ହେବ । ସମ୍ମାନ ବୃଦ୍ଧି ଘଟିବ ଓ ପ୍ରତିଭାର ବିକାଶ ଘଟିବ

ଧନିଷ୍ଠା- ବହୁ ଦିନରୁ ସମାଧାନ ହୋଇ ନପାରୁଥିବା ସମସ୍ୟା ସମାଧାନ ହୋଇ ଯିବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ଘରେ କିଛି ମାଙ୍ଗଳିକ କାର‌୍ୟ୍ୟ କରିବା ପାଇ ବନ୍ଧୁଙ୍କ ପରାମର୍ଶ କରିପାରନ୍ତି

ପ୍ରତିକାର – ସୂର‌୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :