Daily Horoscope 23rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ରାତ୍ରି ୦୩.୪୫ ଗତେ ମେଷ,ତିଥି – ୪ର୍ଥୀ ରାତ୍ରି ୦୧.୩୩ ଗତେ ୫ମୀ ,ଘାତ ଚନ୍ଦ୍ର – ଧନୁ ରାତ୍ରି ୦୩.୪୫ ଗତେ ମେଷ,ଘାତ ବାର- ତୁଳା , କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Aries

ମେଷ

Thursday 23 Feb 2023

ଅଶ୍ୱନୀ- ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ

କୃତିକା- ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ

ଦ୍ୱିଜା- ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ, ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :