• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2023: ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର – ମକର ଦିବା ୦୧.୫୧ ଗତେ କୁମ୍ଭ ତିଥି - ୨ୟା ସନ୍ଧ୍ୟା ୦୬.୪୩ ଗତେ ୩ୟା ଘାତ ଚନ୍ଦ୍ର – ସିଂହ ଦିବା ୦୧.୫୧ ଗତେ ମିଥୁନ ଓ ମୀନ

Aquarius

କୁମ୍ଭ

Monday 23 Jan 2023

ଧନିଷ୍ଠା – ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।

ଶତଭିଷା – ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ

ପୂ , ଭାଦ୍ରପଦ – ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ରୋଜଗାର ହିନ ବ୍ୟକ୍ତିଙ୍କୁ ରୋଜଗାରର ସୁଯୋଗ ମିଳିବ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।

ପ୍ରତିକାର – କଳା ରାଶିକୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :